• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Libra

ତୁଳା

Saturday 27 Jan 2024

ଚିତ୍ରା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ଜାଗା, ଜମି ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ

ସ୍ୱାତୀ- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି

ବିଶାଖା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :