• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Sagittarius

ଧନୁ

Saturday 27 Jan 2024

ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତ୍ରୁମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ପୂ,ଷାଢା- ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତ୍ତିକ କାମଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ

ଉ,ଷାଢା- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :