• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Capricorn

ମକର

Saturday 27 Jan 2024

ଉ,ଷାଢା- ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ

ଶ୍ରବଣା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଧନିଷ୍ଠା- ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :