• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2023: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ, ନୂତନ କର୍ମ ନିଯୁକ୍ତି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ

Aries

ମେଷ

Thursday 27 Jul 2023

ଅଶ୍ୱନୀ – ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ  
ଦ୍ୱିଜା – ଅଫିସରେ ବାକି କାମ ସବୁକୁ ସମ୍ପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ୱକୁ ପ୍ରେରଣା ଦେବେ
କୃତିକା –  ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ  ନିବୃତ ରୁହନ୍ତୁ  

ପ୍ରତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :