• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2023: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ, ନୂତନ କର୍ମ ନିଯୁକ୍ତି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 27 Jul 2023

ଧନିଷ୍ଠା – ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କବିଙ୍କର କୌଣସି କବିତାରେ ପ୍ରଂଶସା ହୋଇପାରେ 
ଶତଭିଷା –  ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।  ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ   
ପୂ , ଭାଦ୍ରପଦ  –  ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।


ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :