ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ
ମୃଗଶିରା - କୌଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ
ଆଦ୍ରା - ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ
ପୁନର୍ବସୁ - ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫