• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2023: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ, ନୂତନ କର୍ମ ନିଯୁକ୍ତି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ

Leo

ସିଂହ

Thursday 27 Jul 2023

ମଘା – ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ 
ପୂ , ଫାଲଗୁନୀ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ 
ଉ ,ଫାଲଗୁନୀ – ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ 

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :