• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2023: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ, ନୂତନ କର୍ମ ନିଯୁକ୍ତି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ

Scorpio

ବିଛା

Thursday 27 Jul 2023

ବିଶାଖା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।  
ଅନୁରାଧା- କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।

ଜ୍ୟୋଷ୍ଠା- ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । 

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :