• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2023: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ, ନୂତନ କର୍ମ ନିଯୁକ୍ତି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ

Sagittarius

ଧନୁ

Thursday 27 Jul 2023

ମୂଳା – ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । 
ପୂ , ଷାଢା – ଅନ୍‌ଲାଇନ୍‌ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । 
ଉ , ଷାଢା – ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକରାତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ 

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :