• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2023: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ, ନୂତନ କର୍ମ ନିଯୁକ୍ତି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ

Capricorn

ମକର

Thursday 27 Jul 2023

ଉ, ଷାଢା- କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । 
ଶ୍ରବଣା- ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଧନିଷ୍ଠା- ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ 

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :