• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 27 Jul 2024

କୃତିକା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ଆତ୍ମୀୟଙ୍କ ର୍ଦୁବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ହେବ । ଧନ ହେତୁ ଶାନ୍ତି ଅନୁଭବ କରିବେ ।

ରୋହିଣୀ- ପିଲାଦିନର ବନ୍ଧୁଙ୍କ ସହାୟତା ମିଳିପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବହେଳା କରି ଦୁଃଖ ପ୍ରକାଶ କରିବେ ।

ମୃଗଶିରା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ ।

ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :