• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 27 Jul 2024

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ ।

ଶତଭିଷା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

ପୂ,ଭାଦ୍ରପଦ- ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :