• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 27 Jul 2024

ପୂ,ଭାଦ୍ରପଦ- ମାନସିକ ଉତେଜନା ଭୋଗିବେ । ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ ।

ଉ,ଭାଦ୍ରପଦ- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ରେବତୀ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :