• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 27 Jul 2024

ମୃଗଶିରା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ଆଦ୍ରା- ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ

ପୁନର୍ବସୁ- ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :