• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 27 Jul 2024

ମଘା- ପାରିବାରିକ ସି୍ଥରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ପୂ,ଫାଲଗୁନି- ମାନସିକ ଅସି୍ଥରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ

ଉ,ଫାଲଗୁନି- ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :