• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 27 Jul 2024

ଉ,ଫଳଗୁନି- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ହସ୍ତା- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ଚିତ୍ରା- ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :