• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 27 Jul 2024

ଚିତ୍ରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।

ସ୍ୱାତୀ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

ବିଶାଖା- ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । ମକଦ୍ଦମାରେ ଜୟଲାଭ କରିବେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :