• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 27 Jul 2024

ବିଶାଖା- ରୋଗୀ ମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳି ଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । କୌଣସି କାର୍ଯ୍ୟର ସମାଧାନ ହୋଇଯିବ ।

ଅନୁରାଧା- ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀ ମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ

ଜ୍ୟେଷ୍ଠା- ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :