• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th July 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ଶୁଭଫଳ ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର,ଚନ୍ଦ୍ର- ମୀନ ଦିବା ୦୧.୦୦ ଗତେ ମେଷ,ତିଥି- ୭ମୀ ରାତ୍ରି ୦୯.୧୯ ଗତେ ୮ମୀ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୧.୦୦ ଗତେ ମେଷ ରାଶିରଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 27 Jul 2024

ମୂଳା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ପୂ,ଷାଢା- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ । ରାଜନିତିରେ ଆର୍ଥୀକ ଲାଭ ମିଳିବ

ଉ,ଷାଢା- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :