ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ରାତ୍ରି ୦୩.୨୬ ଗତେ ତୁଳା,ତିଥି – ୯ମୀ ରାତ୍ରି ୦୩.୦୫ ଗତେ ୧୦ମୀ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୩.୨୬ ପର୍ଯ୍ୟନ୍ତ,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ - କୃଷିହାନି- ଭୂମିଦାନ ।
ଧନିଷ୍ଠା- ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ
ଶତଭିଷା- ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ପୂ, ଭାଦ୍ରପଦ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ଭୂ-ସମ୍ପତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮