ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ରାତ୍ରି ୦୩.୨୬ ଗତେ ତୁଳା,ତିଥି – ୯ମୀ ରାତ୍ରି ୦୩.୦୫ ଗତେ ୧୦ମୀ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୩.୨୬ ପର୍ଯ୍ୟନ୍ତ,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ - କୃଷିହାନି- ଭୂମିଦାନ ।
ମୂଳା- ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । କାର୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି
ପୂ, ଷାଢା- କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ ।
ଉ, ଷାଢା- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯