ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ରାତ୍ରି ୦୩.୨୬ ଗତେ ତୁଳା,ତିଥି – ୯ମୀ ରାତ୍ରି ୦୩.୦୫ ଗତେ ୧୦ମୀ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୩.୨୬ ପର୍ଯ୍ୟନ୍ତ,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ - କୃଷିହାନି- ଭୂମିଦାନ ।
ଉ, ଷାଢା- ମୂତ୍ରାଶୟ ସଂକ୍ରମଣ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଆପଣଙ୍କୁ ହଇରାଣ କରିପାରେ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।
ଶ୍ରବଣା- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭକାର୍ୟ୍ୟରେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।
ଧନିଷ୍ଠା- ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ ଦିନଟି ଭଲ ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮