• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Aries

ମେଷ

Thursday 27 Jun 2024

ପୂ,ଭାଦ୍ରପଦ- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ ।

ଉ,ଭାଦ୍ରପଦ- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ମହିଳାମାନେ ଅଳଙ୍କାରମାନ କ୍ରୟ କରି ପାରନ୍ତି ।

ରେବତୀ- ବହୁ ଦିନର ମନସ୍କାମନା ପୂରଣ ହେବ । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରି ହଇରାଣ ହୋଇପାରନ୍ତି ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :