• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Taurus

ବୃଷ

Thursday 27 Jun 2024

କୃତିକା- ପ୍ରେମରେ ସଫଳତା ଅନୁଭବ କରିବେ । ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟହାନିର ସମ୍ଭାବନା ରହିଛି । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ ।

ରୋହିଣୀ- ସଭା ସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ଘରକୁ ବନ୍ଧୁ ଆସିପାରନ୍ତି । ବିଦ୍ୟାର୍ଥୀଙ୍କ ପଢାପଢିରେ ଅବହେଳା ଘଟିବ ।

ମୃଗଶିରା- କୋର୍ଟରେ ଚାଲିଥିବା କେସର ତାରିଖ ଅଜି ସ୍ଥିର ହେବ । ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :