• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Aquarius

କୁମ୍ଭ

Thursday 27 Jun 2024

ଧନିଷ୍ଠା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।

ଶତଭିଷା- ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ପୂ,ଭାଦ୍ରପଦ- ଭୂ- ସମ୍ପତ୍ତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ । ଶତ୍ରୁମାନେ ମଥାନତ କରିବେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :