• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Gemini

ମିଥୁନ

Thursday 27 Jun 2024

ମୃଗଶିରା- ବିବାହ ଆଶାୟୀ ଯୁବକଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି । ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।

ଆଦ୍ରା- ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ।

ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମୋକଦ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।

ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :