• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Cancer

କର୍କଟ

Thursday 27 Jun 2024

ପୁନର୍ବସୁ- ବ୍ୟବସାୟରେ ପିତାମାତାଙ୍କ ସାହାଯ୍ୟ ସହଯୋଗ ପାଇବେ । ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ ।ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ ।

ପୁଷ୍ୟା- ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ଲାଭ କରିବେ । ମହିଳାମାନେ ଧର୍ମପରାୟଣ ହେବେ

ଅଶ୍ଲେଷା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୌଣସି କାର‌୍ୟ୍ୟର ସଫଳତାରେ ବିଘ୍ନ ଆସିପାରେ ।

ପ୍ରତିକାର – ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :