• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Leo

ସିଂହ

Thursday 27 Jun 2024

ମଘା- ଅତୀତ ଘଟଣା ସମୂହକୁ ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ।

ପୂ,ଫାଲଗୁନି- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।

ଉ,ଫାଲଗୁନି- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :