• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Virgo

କନ୍ୟା

Thursday 27 Jun 2024

ଉ,ଫଳଗୁନି- ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।

ହସ୍ତା- ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତ୍ରୁ ଆପଣଙ୍କର କ୍ଷତି କରି ପାରନ୍ତି ।

ଚିତ୍ରା- ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।

ପ୍ରତିକାର - ପକ୍ଷୀମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :