• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Libra

ତୁଳା

Thursday 27 Jun 2024

ଚିତ୍ରା- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ।

ସ୍ୱାତୀ- ଶିକ୍ଷାର୍ଥୀମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ମହିଳାମାନଙ୍କର ଗୁରୁଜନମାନଙ୍କ ସହିତ ମତାନ୍ତର ଘଟିପାରେ ।

ବିଶାଖା- କୌଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :