• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Sagittarius

ଧନୁ

Thursday 27 Jun 2024

ମୂଳା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ

ପୂ,ଷାଢା- ବିଦ୍ୟାର୍ଥୀମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

ଉ,ଷାଢା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତ୍ତନ ଭବିଷ୍ୟତ ଲାଗି ଲାଭଦାୟକ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :