• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Aquarius

କୁମ୍ଭ

Monday 27 Mar 2023

ଧନିଷ୍ଠା – ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ଶତଭିଷା – ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ

ପୂ , ଭାଦ୍ରପଦ – ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାର ହିନ ବ୍ୟକ୍ତିଙ୍କୁ ରୋଜଗାରର ସୁଯୋଗ ମିଳିବ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।

ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :