ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ମୃଗଶିରା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ଆଦ୍ରା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।
ପୁନର୍ବସୁ- ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫