• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Leo

ସିଂହ

Monday 27 Mar 2023

ମଘା – ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ

ପୂ , ଫାଲଗୁନୀ - ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ଉ ,ଫାଲଗୁନୀ – ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :