ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ଉ- ଫାଲ୍ଗୁନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ହସ୍ତା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ଚିତ୍ରା- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫