ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ
ଅନୁରାଧା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚଭିଳାଷୀ ହେବେ
ଜ୍ୟୋଷ୍ଠା- ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯