• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Monday 27 Mar 2023

ମୂଳା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବିଦେଶରେ ଥିବା ସପଂର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।

ପୂ, ଷାଢା- ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି

ଉ, ଷାଢା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :