• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Aries

ମେଷ

Wednesday 27 Mar 2024

ଅଶ୍ୱନୀ – ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ ।ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।

ଦ୍ୱିଜା – ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

କୃତିକା – ଆୟନୀ , ଅଦାଲତରେ ଜଡିତ ରହିବେ । କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :