• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Taurus

ବୃଷ

Wednesday 27 Mar 2024

କୃତିକା- କିଛି କାର‌୍ୟ୍ୟ କଳାପ ଆପଣଙ୍କର ସରକାରଙ୍କ ବିରୋଧରେ ଯାଇପାରେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ

ରୋହିଣୀ- ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ

ମୃଗଶିରା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :