• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Pisces

ମୀନ

Wednesday 27 Mar 2024

ପୂ, ଭାଦ୍ରପଦ- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ

ଉ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ

ରେବତୀ- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :