• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 27 Mar 2024

ମୃଗଶିରା - ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ଆଦ୍ରା – ରାଜନିତିରେ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ବିଫଳ ହେବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ଘରକୁ ବନ୍ଧୁଙ୍କ ଆଗମନ ହେବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ ।

ପୁନର୍ବସୁ - ଜମି-ବାଡିକୁ ନେଇ ଝମେଲା ଦେଖାଦେବ । ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :