• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Cancer

କର୍କଟ

Wednesday 27 Mar 2024

ପୁନର୍ବସୁ- ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର‌୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ପରିବାରରେ କିଛି ବିବାଦ ଦେଖାଦେବା ସହିତ ଅଧିକ ଚାପଗ୍ରସ୍ତ ରହିପାରନ୍ତି

ପୁଷ୍ୟା- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ

ଅଶ୍ଳେଷା - କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :