• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Leo

ସିଂହ

Wednesday 27 Mar 2024

ମଘା- ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ ।

ପୂ- ଫାଲ୍‌ଗୁନୀ- ବ୍ୟବସାୟ ସାମାନ୍ୟ କ୍ଷତିରେ ଚାଲିପାରନ୍ତି । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ଉ- ଫାଲ୍‌ଗୁନୀ- ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :