• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 27 Mar 2024

ଉ- ଫାଲ୍‌ଗୁନୀ- କାର‌୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି

ହସ୍ତା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ

ଚିତ୍ରା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :