• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Libra

ତୁଳା

Wednesday 27 Mar 2024

ଚିତ୍ରା- ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ଚାକିରିରେ ଅସ୍ଥିରତା ମନ ରହିବ କ୍ଷ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ

ସ୍ୱାତୀ- କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ ।

ବିଶାଖା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ 

ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :