• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Scorpio

ବିଛା

Wednesday 27 Mar 2024

ବିଶାଖା- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାରରେ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ

ଅନୁରାଧା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ

ଜ୍ୟୋଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ

ପ୍ରତିକାର – ମନ୍ଦାର ଫୁଲକୁ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :