• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 27 Mar 2024

ମୂଳା- ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ

ପୂ, ଷାଢା- ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ

ଉ, ଷାଢା- ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :