• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭ୍ରମଣର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୦୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା୦୫.୦୬ ପର୍ଯ୍ୟନ୍ତ

Capricorn

ମକର

Wednesday 27 Mar 2024

ଉ, ଷାଢା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ

ଶ୍ରବଣା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ

ଧନିଷ୍ଠା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :