ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
କୃତିକା- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ । ରୋହିଣୀ- ଅନେକଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ । ଯେଉଁମାନେ ଆପଣଙ୍କୁ ପ୍ରତିଶ୍ରୁତି ଦେଇଥିବେ ତାହା ନ ପାଇବାରୁ ପ୍ରତିହିଂସାମୂଳକ ମନଭାବ ପୋଷଣ କରିବେ । ମୃଗଶିରା- କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡି କ'ଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦରେ ପଡିପାରନ୍ତି । ଦୀର୍ଘଦିନର ପରିକଳ୍ପିତ ନୂତନ କାମଟିଏ କରି ଆତ୍ମତୃପ୍ତି ଲାଭ କରିବେ । ଅତିଥୀ ଚର୍ଚ୍ଚା, ଯାତ୍ରା, ଆଇନ ଅଦାଲତ ପ୍ରଭୃତି କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶାଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।