• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।

Aquarius

କୁମ୍ଭ

Thursday 27 Mar 2025

ଧନିଷ୍ଠା- ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ ଓ ଆର୍ଥିକ ସ୍ଥିତି ପୂର୍ବପରି ରହିବ। ଶତଭିଷା- ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତ୍ତମ ପରିମାଣ ପ୍ରାପ୍ତ ହେବ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ । ପୂ,ଭାଦ୍ରପଦ- ପୈତୃକ ସମ୍ପତ୍ତିକୁ ନେଇ ଦୁଇଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ଭାତୃବିବାଦ ଉପୁଜିପାରେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।  

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।